ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା-କଟକ

କଟକ: ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ସକାଳ ୮ଟାରୁ ଆରମ୍ଭ ହୋଇଥିବା ଏହି ପରୀକ୍ଷା ପୂର୍ବାହ୍ନ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ। ଆଜି ପ୍ରଥମ ଦିନରେ ମାତୃଭାଷାରେ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ। ୪୭ଟି କେନ୍ଦ୍ରରେ ପରୀକ୍ଷା କରାଯାଇଛି। ଚଳିତବର୍ଷ ୧୧,୫୪୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି।