ପୂର୍ବତନ ବିଧାୟକ ସୁବର୍ଣ୍ଣ ନାଏକଙ୍କୁ ଆଜି ହାଇକୋର୍ଟରୁ ମିଳିଛି ସର୍ତ୍ତମୂଳକ ଜାମିନ

କଟକ: ପୂର୍ବତନ ବିଧାୟକ ସୁବର୍ଣ୍ଣ ନାଏକଙ୍କୁ ଆଜି ହାଇକୋର୍ଟରୁ ମିଳିଛି ସର୍ତ୍ତମୂଳକ ଜାମିନ। ୨ ଲକ୍ଷ ଟଙ୍କାର ଜମାନତ ଦେଇ ଜାମିନରେ ଯିବାକୁ କୋର୍ଟ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨ ଲକ୍ଷ ଟଙ୍କାର ଦୁଇ ଜାମିନଦାରଙ୍କ ବଦଳରେ ସେ ଜାମିନରେ ଯିବେ। ନବଦିଗନ୍ତ ଚିଟ୍‌ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ସେ ଜେଲ୍‌ରେ ଅଛନ୍ତି।