Date
August 11, 2017

ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା-୩ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ-କେନ୍ଦୁଝର

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ଏନଏଚ୍‌-୨୧୫ର ଆଙ୍ଗୁଳିଆ ଛକରେ ଗତକାଲି ରାତି ପ୍ରାୟ ଗୋଟାଏରୁ ଦୁଇଟା ମଧ୍ୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ [...]