Some BJD Workers joined in BJP in presence of Samir Mohanty, BJP state Vice President

ହିଞ୍ଜିଳି ଓ କୁକୁଡ଼ାଖଣ୍ଡି ବ୍ଲକର ଶତାଧିକ ବିଜେଡି କର୍ମୀ ଆଜି ରାଜ୍ୟ ଉପସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଉପସ୍ଥିତିରେ ରାଜ୍ୟ କାର୍ଯ୍ୟାଳୟଠାରେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି l ଖୋଦ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହୋଇଥିଲେ ମଧ୍ୟ ସେମାନେ ସମସ୍ତ ପ୍ରକାର ମୌଳିକ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ତାଙ୍କ ଉପରୁ ଆସ୍ଥା ଓ ଭରଷା ତୁଟାଇ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଥିବା ପ୍ରକାଶ କରିଛନ୍ତି l